ଜଳେଶ୍ବର: ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା। ଉତ୍ତର ପ୍ରଦେଶରରୁ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍ ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥର ମହମ୍ମଦନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମହିଳାଙ୍କ ସମେତ ୪ ଜଣ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ଅଛନ୍ତି। ଆହତମାନଙ୍କ ମଧ୍ୟରୁ କିଛି ଯାତ୍ରୀ ଗୁରୁତର ଅଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Related Posts

PM Narendra Modi to visit Odisha today
PM Narendra Modi to visit Odisha today Bhubaneswar: Prime Minister Narendra Modi will arrive in Bhubaneswar on two-day visit to…

Speaker Om Birla becomes upset with Rahul Gandhi for instructing the opposition to disrupt PM Modi’s speech.
New Delhi :Speaker Om Birla becomes upset with Rahul Gandhi for instructing the opposition to disrupt PM Modi’s speech. Leader…

ମୋ ବସ୍’ପଛରୁ ଧକ୍କା ଦେଲା ଟ୍ରକ୍ ୧୬ ଜଣ ଆହତ ହୋଇଛନ୍ତି।
କଟକ ପ୍ରତାପନଗରୀଠାରେ ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା। ଆହତଙ୍କୁ ଉଦ୍ଧାର କରି କଟକ ବଡ଼ମେଡିକାଲରେ ଭର୍ତ୍ତି କରାଯାଇଛି।