ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ଲିପିକା ସେଠ୍ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି।ଆଗାମୀ ସେପ୍ଟେମ୍ବର ୨୦ ତାରିଖରେ ସେ ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋ ଆରୋହଣ ପାଇଁ ଅଭିଯାନ ଆରମ୍ଭ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲିପିକାଙ୍କୁ ଫୁଲତୋଡା ଦେଇ ଶୁଭେଚ୍ଛା ଜଣାଇବା ସହିତ ସଫଳ ଆରୋହଣ ପାଇଁ ଆଶୀର୍ବାଦ କରିଥିଲେ।
ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ଲିପିକା ସେଠ୍ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି
