ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ଲିପିକା ସେଠ୍ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି।ଆଗାମୀ ସେପ୍ଟେମ୍ବର ୨୦ ତାରିଖରେ ସେ ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋ ଆରୋହଣ ପାଇଁ ଅଭିଯାନ ଆରମ୍ଭ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲିପିକାଙ୍କୁ ଫୁଲତୋଡା ଦେଇ ଶୁଭେଚ୍ଛା ଜଣାଇବା ସହିତ ସଫଳ ଆରୋହଣ ପାଇଁ ଆଶୀର୍ବାଦ କରିଥିଲେ।
Related Posts
ଫୁଲବାଣୀ ରୋଟାରୀ କ୍ଲବର ୪୪ ତମ ଅଧିଷ୍ଠାନ ଉତ୍ସବ
ଫୁଲବାଣୀ ରୋଟାରୀ କ୍ଲବର ୪୪ ତମ ଅଧିଷ୍ଠାନ ଉତ୍ସବ…. କନ୍ଧମାଳ -20/07 (ରିପୋର୍ଟ କୁନା ଦିଗାଲ )ଫୁଲବାଣୀ ପବ୍ଲିକ ସ୍କୁଲ ସମ୍ମିଳନୀ କକ୍ଷ ଠାରେ ରୋଟାରୀ କ୍ଲବର…
ମେ ୩୧ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ
ମେ ୩୧ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ ଭୁବନେଶ୍ୱର: ମେ ୩୧ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ…
ଫୁଲବାଣୀ ନିକଟସ୍ଥ ରୁଜାଙ୍ଗୀ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଦନା …
ଫୁଲବାଣୀ ନିକଟସ୍ଥ ରୁଜାଙ୍ଗୀ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଦନା … କନ୍ଧମାଳ :- 30/6/-(ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲାର ସର୍ବ ପୁରାତନ…