ଆଜି ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଭବାନୀପାଟଣା: ଆଜି ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି ।କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀ। ଭବାନୀପାଟଣାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ଓ ମାନସିକଧାରୀମାନେ ଦେଉଛନ୍ତି ପଶୁପକ୍ଷୀଙ୍କ ବଳି।ଶାନ୍ତିର ପ୍ରତୀକ ଭାବେ ଦେବୀଙ୍କ ଛତର ଉପରେ ଉଡ଼ାଯାଏ ପାରା।
Related Posts
ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ । ଗଜପତି(ମନୋଜ କୁମାର ପାଢୀ)-: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ…
ଭାରତୀୟ କଂଗ୍ରେସ ଦଳ କଲା ଶକ୍ତି ପ୍ରଦର୍ଶନ
ଭାରତୀୟ କଂଗ୍ରେସ ଦଳ କଲା ଶକ୍ତି ପ୍ରଦର୍ଶନ ଆର,ଉଦୟଗିରି (ମନୋଜ କୁମାର ପାଢୀ/ ୮/୫/ ନିର୍ବାଚନ ପ୍ରଚାର ଜୋର ଜାର କରୁଛି ଭାରତୀୟ କଂଗ୍ରେସ ଦଳ, ଗଜପତି…
ସ୍ୱାଧୀନତା ଦିବସ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ
ସ୍ୱାଧୀନତା ଦିବସ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ନୂଆଦିଲ୍ଲୀ: ୭୮ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ…