ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଜିଲ୍ଲାରେ ଥିବା ଏକ ଔଷଧ ତିଆରି କମ୍ପାନୀରେ ବିସ୍ଫୋରଣ ଘଟିଛି। ଏଥିରେ ୧୮ ଜଣ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଏନଟିଆର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଏସେନ୍ସିଆ ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣାରେ ଚାରି ଜଣଙ୍କ ମୃତ୍ୟୁ। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି ବିସ୍ଫୋରଣରେ ଏଯାବତ୍ ଚାରି ଜଣଙ୍କ ଜୀବନ ଯାଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି।
ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଏସେନ୍ସିଆ ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣାରେ ଚାରି ଜଣଙ୍କ ମୃତ୍ୟୁ।
