ଲେବାନନରେ ଥିବା ହିଜବୁଲ୍ଲାର ଘାଟି ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ ଜାରି ରହିଥିବାବେଳେ ଆମେରିକା ସିରିଆରେ ଏୟାରଷ୍ଟ୍ରାଇକ୍ କରିଛି । ଆମେରିକା ବାୟୁସେନା ସିରିଆରେ ଥିବା ଆତଙ୍କବାଦୀ ଶିବିର ଉପରେ ଦୁଇଟି ବଡ଼ ଧରଣର ଆକ୍ରମଣ କରିଛି। ଏହି ଆକ୍ରମଣରେ ଉଗ୍ରବାଦୀ ଇସ୍ଲାମିକ୍ ଷ୍ଟେଟ୍ (ଆଇଏସ୍) ସଂଗଠନ ଏବଂ ଅଲ୍ କାଏଦା ସହ ଜଡ଼ିତ ୩୭ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ରବିବାର ଆମେରିକୀୟ ସେନା ଏହି ସୂଚନା ଦେଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ବରିଷ୍ଠ ଆତଙ୍କବାଦୀ ଥିବା ଜଣାପଡ଼ିଛି।
Related Posts

ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର ।
ନୂଆଦିଲ୍ଲୀ: ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ…

ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି।
ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି।ଇତିହାସ ରଚିଛନ୍ତି ଭାରତର…

ଆଫଗାନିସ୍ତାନ ଉପରେ ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍।୧୫ ଜଣଙ୍କ ମୃତ୍ୟୁ ହୋଇଛି।
ଆଫଗାନିସ୍ତାନ ଉପରେ ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍। ଘନ ଘନ ରକେଟ୍ ମାଡ଼ କଲା ପାକିସ୍ତାନ। ଘାଇଲା ହେଲା ଆଫଗାନିସ୍ତାନ। ଏଥିରେ ୧୫ ଜଣଙ୍କ ମୃତ୍ୟୁ ହୋଇଛି।…