ଆରମ୍ଭ ହେଲା ଭୋଟ୍ ଗଣତି ।

ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫: ଆରମ୍ଭ ହେଲା ଭୋଟ୍ ଗଣତି । ୭୦ ଆସନ ବିଶିଷ୍ଟ ଏହି ନିର୍ବାଚନ ଫଳାଫଳ ହିଁ ନିର୍ଦ୍ଧାରଣ କରିବ ଯେ ଆପ୍ କ୍ରମାଗତ ତୃତୀୟ ଥର ପାଇଁ ଦିଲ୍ଲୀରେ କ୍ଷମତାରେ ରହିବ ନା ବିଜେପି ୨୭ ବର୍ଷ ପରେ କ୍ଷମତାକୁ ଫେରିବ ।

Leave a Reply

Your email address will not be published. Required fields are marked *