ମୁମ୍ବାଇ:୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଗ୍ରୁପ ଚେୟାରମ୍ୟାନ୍ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ୍ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।ଉଦ୍ୟୋଗପତି ରତନ ଟାଟାଙ୍କ ବିୟୋଗରେ ସବୁଠି ଶୋକର ଛାୟା। ରତନ ଟାଟାଙ୍କ ବିୟୋଗରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବହୁ ବିଶିଷ୍ଠ ରାଜନେତା, ବ୍ୟବସୟୀ ତଥା ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି।
Related Posts

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ।
ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ। କଟକ (ଅଭିଷେକ ମହାନ୍ତି)ହାଡ଼ିବନ୍ଧୁ ସ୍କୁଲ୍ ୧୧୪ ନମ୍ବର ବୁଥ୍ ର ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ ହୋଇଛି। ଏନେଇ…

ମଞ୍ଜି ଗୁଳାରେ ସବୁଜ ବିସ୍ଫୋରଣ
ଆଶିଷ ଜ୍ୟୋତିଷ ବରଗଡ:(ଆଶିଷ ଜ୍ୟୋତିଷ) ମଞ୍ଜି ଗୁଳାରେ ସବୁଜ ବିସ୍ଫୋରଣ ! ସଂପ୍ରତି ମଧ୍ୟପ୍ରାଚ୍ୟରେ ବୋମା ଓ ବାରୁଦର ଧୂଆଁ । ଦିନକୁ ଦିନ ସବୁଜ ପୃଥିବୀ…

ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…