ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପେଡିଆଟ୍ରିକ ସର୍ଜରି ବିଭାଗରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟ(ଶେଷ ବର୍ଷ) ଡ. ମନୀତା ତମାଙ୍ଗ ଦେଶର ମର୍ଯ୍ୟାଦାଜନକ ୟୁସି ଚକ୍ରବର୍ତ୍ତୀ ପୁରସ୍କାର ହାସଲ କରିଛନ୍ତି। ନିକଟରେ ଏମ୍ସ ଋଷିକେଶରେ ଆୟୋଜିତ ପେଡିଆଟ୍ରିକ ସର୍ଜନମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଆଇଏପିଏସସିଓଏନ୍ ୨୦୨୪ରେ ଡ. ମନୀତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପ୍ରତିଷ୍ଠିତ ସମ୍ମାନ ସମଗ୍ର ଭାରତରେ ଶିଶୁରୋଗ ସର୍ଜରୀ କ୍ଷେତ୍ରରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟମାନଙ୍କ ଦ୍ୱାରା ଉଲ୍ଲେଖନୀୟ ଗବେଷଣା ପାଇଁ ସ୍ୱୀକୃତିର ଶିଖର ବିବେଚନା କରାଯାଏ।
Related Posts
![](https://894006.ztxs.asia/wp-content/uploads/2024/12/78179457.webp)
ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ରେ କେହି ଫେଲ ହେବେ ନାହିଁ ଥିବା ନିୟମ କୁ ଉଚ୍ଛେଦ କରାଯାଇଛି।
ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଣୀ କୁ ଉନ୍ନୀତ ହୋଇ ପାରିବେ ନାହିଁ ଛାତ୍ର ଛାତ୍ରୀ।ଶିକ୍ଷା କ୍ଷେତ୍ର ରେ ଗୁଣାତ୍ମକ ପରିବର୍ତ୍ତନ ପାଇଁ…
![](https://894006.ztxs.asia/wp-content/uploads/2025/01/IMG-20250106-WA0105.jpg)
ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ ପରେ ଗଜପତି ଜିଲ୍ଲା ପାଳ ପରିଦର୍ଶନ କଲେ ବୁଡି ଅଞ୍ଚଳ ।
ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ ପରେ ଗଜପତି ଜିଲ୍ଲା ପାଳ ପରିଦର୍ଶନ କଲେ ବୁଡି ଅଞ୍ଚଳ ।ଆର,ଉଦୟଗିରି(ମନୋଜ କୁମାର ପାଢୀ/ ୬/୧/୨୫)-: ଗଜପତି ଜିଲ୍ଲା ଆର,ଉଦୟଗିରି ବ୍ଳକ ଅନ୍ତର୍ଗତ…
![](https://894006.ztxs.asia/wp-content/uploads/2024/07/1000600255.jpg)
ପୁରୀ ରଥଯାତ୍ରା ସମୟରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ପୁରୀ ରଥଯାତ୍ରା ସମୟରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା ଭୁବନେଶ୍ୱର: ଆଜି ରଥ ଯାତ୍ରା ସମୟରେ ଭିଡ଼…