ଭୁବନେଶ୍ୱର: ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି । ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି । ଆଜି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।ଏହାସହିତ ଓଡ଼ିଶାରେ ଏବେ ୭୦ହଜାର କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପ ନିର୍ମାଣାଧୀନ ରହିଥିବା ମଧ୍ୟ ସୂଚନା ଦେଇଛନ୍ତି ।
ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି ।
