ଭୁବନେଶ୍ୱର: ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି । ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି । ଆଜି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।ଏହାସହିତ ଓଡ଼ିଶାରେ ଏବେ ୭୦ହଜାର କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପ ନିର୍ମାଣାଧୀନ ରହିଥିବା ମଧ୍ୟ ସୂଚନା ଦେଇଛନ୍ତି ।
Related Posts
ଭିଜିଲାନ୍ସ ବିଭାଗ ପାଇଁ ୮ଟି ନୂତନ ଅତିରିକ୍ତ ଏସ୍ପି ପଦବୀ ଓ ୨୪ ଟି ନୂତନ ଡିଏସ୍ପି ପଦବୀ ବୃଦ୍ଧି କରାଯିବ: ମୁଖ୍ୟମନ୍ତ୍ରୀ
ଭିଜିଲାନ୍ସ ବିଭାଗ ପାଇଁ ୮ଟି ନୂତନ ଅତିରିକ୍ତ ଏସ୍ପି ପଦବୀ ଓ ୨୪ ଟି ନୂତନ ଡିଏସ୍ପି ପଦବୀ ବୃଦ୍ଧି କରାଯିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର : ଆଜି…
ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ…
ବିଜେଡ଼ି ନେତା ଭିକେ ପାଣ୍ଡିଆନ୍ଙ୍କ ବିରୋଧରେ ଇଡ଼ିରେ ଅଭିଯୋଗ ହୋଇଛି
ଭୁବନେଶ୍ବର:- ଜଗନ୍ନାଥ ସେନା ଆବାହକ ପ୍ରିୟ ଦର୍ଶନ ପଟ୍ଟନାୟକ କହିଛନ୍ତି ପଣ୍ଡିଆନ୍ କ୍ଷମତାର ଅପବ୍ୟବହାର କରି ଓଡ଼ିଶାର ଶାସନ ବ୍ୟବସ୍ଥାକୁ କବଜା କରି ବ୍ୟାପକ ଦୁର୍ନୀତି କରିଛନ୍ତି…