ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ରୀ ଭଣ୍ଡାରେ ୨୦୦୭ରୁ ୨୦୧୩ ଯାଏ ଓଡ଼ିଶାର ରାଜ୍ୟପାଳ ଥିଲେ
Related Posts

ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ଅନ୍ତଃମହାବିଦ୍ୟାଳୟ ରକ୍ତଦାନ ଶିବିର ଅନୁଷ୍ଠିତ
ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ଅନ୍ତଃମହାବିଦ୍ୟାଳୟ ରକ୍ତଦାନ ଶିବିର ଅନୁଷ୍ଠିତ ଭୁବନେଶ୍ୱର: ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ଆଜି ଜାତୀୟ ରକ୍ତଦାନ ଦିବସ ଅବସରରେ ଅନ୍ତଃ ମହାବିଦ୍ୟାଳୟ ରକ୍ତଦାନ ଶିବିର…

ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି!
ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି!

ଯୁକ୍ତ ୩ ଶ୍ରେଣୀରେ ନାମଲେଖା ନିମନ୍ତେ ଆସନ୍ତା ଜୁନ ୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ।
ରାଜ୍ୟରେ ଥିବା ୧ ହଜାର ୩୯ଟି ମହାବିଦ୍ୟାଳୟରେ ଯୁକ୍ତ ୩ ଶ୍ରେଣୀରେ ନାମଲେଖା ନିମନ୍ତେ ଆସନ୍ତା ଜୁନ ୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ…