ଓଡ଼ିଶା କ୍ୟାଡ଼ରର ୨୦୨୨ ବ୍ୟାଚର ୬ ଜଣ ଆଇଏଏସ୍ ନିଜର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନିଂ ସମାପ୍ତ ପରେ ଆଜି ବିଭିନ୍ନ ଜିଲ୍ଲାରେ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଛନ୍ତି । ରାଜ୍ୟ ସରକାର ସେମାନଙ୍କୁ ବଣାଇ, ଆଠଗଡ଼, ପଦମପୁର, ଜୟପୁର, ତାଳଚେର ଓ ରାଇରଙ୍ଗପୁରଠାରେ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି।
Related Posts
ଓଡିଶାରେ ବନ୍ୟା ସ୍ଥିତି ନାହିଁ
ଓଡିଶାରେ ବନ୍ୟା ସ୍ଥିତି ନାହିଁ ଭୁବନେଶ୍ୱର: ଓଡିଶା ପାଇଁ କୌଣସି ବନ୍ୟା ପରିସ୍ଥିତି ନାହିଁ। ଜଳସେଚନ ବିଭାଗର ମୁଖ୍ୟ ଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତି ଏହା ସୂଚନା…
ଓଡ଼ିଶା ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର : ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା…
ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ
ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬…