କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପଙ୍ଗା ପଞ୍ଚାୟତର ଦୁର୍ଗମ ଗାଁରେ ଝାଡ଼ାବାନ୍ତି ଆତଙ୍କ। ୪ ଦିନରେ ଜଣେ ଗର୍ଭବତୀ ମହିଳାଙ୍କ ସମେତ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ ମହିଳା ଜଣକ ହେଲେ କାଣିବାରୁ ଗାଁର ପୂର୍ତ୍ତି ମାଝୀ।
କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପଙ୍ଗା ପଞ୍ଚାୟତର ଦୁର୍ଗମ ଗାଁରେ ଝାଡ଼ାବାନ୍ତି ଆତଙ୍କ। ୪ ଦିନରେ ଜଣେ ଗର୍ଭବତୀ ମହିଳାଙ୍କ ସମେତ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ
