ପୁଣି ଏକ ଭୟଙ୍କର ଟ୍ରେନ ଦୁର୍ଘଟଣା। ତାମିଲନାଡୁର ଚେନ୍ନାଇ ନିକଟ କବରପେଟ୍ଟାଇ ରେଳ ଷ୍ଟେସନ ନିକଟରେ ଘଟିଛି ବଡ଼ ଅଘଟଣ। ମହୀଶୂରରୁ ବିହାରର ଦରଭଙ୍ଗା ଯାଉଥିବା ଭାଗମତି ଏକ୍ସପ୍ରେସ ଟ୍ରେନ ଗୋଟିଏ ମାଲବାହୀ ଗାଡ଼ିକୁ ଧକ୍କା ଦେଇଛି।
Related Posts

ରାଜ୍ୟସ୍ତରୀୟ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ
ରାଜ୍ୟସ୍ତରୀୟ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ଭୁବନେଶ୍ୱର: ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ ଅବସରରେ ଆଜି ପୂର୍ବାହ୍ନ ୮ ଘଟିକା ସମୟରେ ଭୁବନେଶ୍ୱରର କଳିଙ୍ଗ…

ଜୁନ୍ ୨୬ରେ ଘୂର୍ଣ୍ଣିବଳୟ
ଜୁନ୍ ୨୬ରେ ଘୂର୍ଣ୍ଣିବଳୟ ଭୁବନେଶ୍ୱର: ଜୁନ୍ ୨୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ।ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ୨୬ ତାରିଖରୁ ବଢ଼ିବ ବର୍ଷା ଓ ୨୭ରେ ସୃଷ୍ଟି…

ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷାନୀତିର ପ୍ରଣୟନ ନିମନ୍ତେ ଆଲୋଚନା ଚକ୍ର ଅନୁଷ୍ଠିତ
ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷାନୀତିର ପ୍ରଣୟନ ନିମନ୍ତେ ଆଲୋଚନା ଚକ୍ର ଅନୁଷ୍ଠିତ ଭୁବନେଶ୍ୱର: ଆଜି ଭୁବନେଶ୍ୱର ଲୋକସେବା ଭବନରେ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ, ଉଚ୍ଚଶିକ୍ଷା ବିଭାଗର…