ମହାରାଷ୍ଟ୍ରରୁ ଜମ୍ମୁ ଅଭିମୁଖେ ଯାଉଥିବା ଏକ ଟ୍ରକ୍ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ୍ସପ୍ରେସ୍ ୱେ’ର ନଦିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ଠିକ୍ ସେହି ସମୟରେ ଏକ ଦୃତଗାମୀ କାର୍ ଟ୍ରକ୍କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଦୁଇ ଜଣଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଆଉ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ଭିତରେ ୨ ଜଣ ପିଲା ଥିବା ଖେଦା ଏସ୍ପି ରାଜେଶ ଗଦିୟା କହିଛନ୍ତି।
Related Posts
ଆଜି ପବିତ୍ର ରାମ ନବମୀ ସ୍ୱତନ୍ତ୍ର ଆୟୋଜନ କରାଯାଇଛି
କୋରାପୁଟ: ଆଜି ପବିତ୍ର ରାମ ନବମୀ। ଏହି ପବିତ୍ର ଦିନରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କର ସବୁଠି ଚାଲିଛି ପୂଜା ଆରାଧନା, କୋରାପୁଟ ଜିଲ୍ଲାର ସବୁ ସହର ଠାରୁ ଗାଁ…
ଜାତୀୟ ସ୍ତରରେ ସର୍ବଶ୍ରେଷ୍ଠ ଥାନା ଭାବେ ପାଟପୁର ଥାନା ପୁରସ୍କୃତ।
ଜାତୀୟ ସ୍ତରରେ ସର୍ବଶ୍ରେଷ୍ଠ ଥାନା ଭାବେ ପାଟପୁର ଥାନା ପୁରସ୍କୃତ। ଗତ ୩ ବର୍ଷ ମଧ୍ୟରେ ଗଞ୍ଜାମ ଜିଲ୍ଲାର ପାଟପୁର ଥାନା ଅଞ୍ଚଳରେ ଆଇନ୍ ଶୃଙ୍ଖଳା ବ୍ୟବସ୍ଥା…
ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ
ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ରାୟଗଡା/୧୬/୧୧/୨୪ : ରାୟଗଡା ଜିଲ୍ଳା ପ୍ରଶାସନ ଓ ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଳା ପରିଷଦ…