ମହାରାଷ୍ଟ୍ରରୁ ଜମ୍ମୁ ଅଭିମୁଖେ ଯାଉଥିବା ଏକ ଟ୍ରକ୍ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ୍ସପ୍ରେସ୍ ୱେ’ର ନଦିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ଠିକ୍ ସେହି ସମୟରେ ଏକ ଦୃତଗାମୀ କାର୍ ଟ୍ରକ୍କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଦୁଇ ଜଣଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଆଉ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ଭିତରେ ୨ ଜଣ ପିଲା ଥିବା ଖେଦା ଏସ୍ପି ରାଜେଶ ଗଦିୟା କହିଛନ୍ତି।
Related Posts

ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ; ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା
ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ; ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା ଭୁବନେଶ୍ୱର: ଆଜି…

କେନ୍ଦୁଝର ଓ ସୋନପୁରରେ ହେବ ଇ.ଏସ.ଆଇ ହସ୍ପିଟାଲ
କେନ୍ଦୁଝର ଓ ସୋନପୁରରେ ହେବ ଇ.ଏସ.ଆଇ ହସ୍ପିଟାଲ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।କେନ୍ଦୁଝର…

ବାଇକ୍ ଧକ୍କାରେ ଜଣେ ପୋଲିଂ କର୍ମଚାରୀ ମୃତ
ଉମରକୋଟ: ବାଇକ୍ ଧକ୍କାରେ ଜଣେ ପୋଲିଂ କର୍ମଚାରୀ ମୃତ! ସ୍ବାମୀ ବିବେକାନନ୍ଦ ସ୍କୁଲ ସମ୍ମୁଖରେ ବସ୍ରୁ ଓହ୍ଲାଇବା ବେଳେ ନିର୍ବାଚନ ଡ୍ୟୁଟିକୁ ଆସିଥିବା ପୋଲିଂ କର୍ମଚାରୀ ମୃତ