କାଲିମେଳା: ଗତ ୪ଦିନ ହେଲା କାଲିମେଳା ବ୍ଲକରେ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡ଼ିଛି । ଲୋକମାନେ ନାହିଁ ନଥିବା ଅସୁବିଧାର ସମୁଖୀନ ହେଉଛନ୍ତି। ୩ଦିନ ହେଲା ଜାତୀୟ୍ର ରାଜପଥ ବନ୍ଦ ରହିଥିବାରୁ ଯାନବାହାନ ଚଳାଚଳ ବନ୍ଦ ରହିଛି। ତେବେ ପ୍ରବଳ ବର୍ଷାରେ ଆଜି ସାନଟେକଗୁଡ଼ା ନିକଟରେ ଏକ ପାହାଡ଼ ଧସି ଯିବାରୁ ରାସ୍ତା ବନ୍ଦ ହୋଇଯାଇଛି । ଫଳରେ ୪ଖଣ୍ଡ ଗ୍ରାମକୁ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି।
Related Posts

କନ୍ଧମାଳରେ ଶ୍ରୀ ଜଗନ୍ନାଥ ମନ୍ଦିରରୁ ଚୋରି
କନ୍ଧମାଳରେ ଶ୍ରୀ ଜଗନ୍ନାଥ ମନ୍ଦିରରୁ ଚୋରି ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ସ୍ଥିତ ଜଗନ୍ନାଥ ମନ୍ଦିରରୁ ଚୋରି ହୋଇଛି।ଶ୍ରୀ ଜଗନ୍ନାଥଙ୍କ ମଥା ଚିତା ଚୋରି ହୋଇଥିବା…

ପେନାଗବେରୀ ଗ୍ରାମବାସୀଙ୍କ ପିଇବା ପାଣିର ସମସ୍ୟା ସ୍ଥାୟୀ ସମାଧାନ କଳା ଟିକାବାଲି ବ୍ଲକ ପ୍ରଶାସନ ।
ଟିକାବାଲି ପ୍ରଶାସନ ପେନାଗବେରୀ ଗ୍ରାମବାସୀଙ୍କୁ ଟ୍ୟାଙ୍କର ଦ୍ୱାରା ପିଇବା ପାଣି ଓ ନଳକୂପ ଖୋଲା ହେଲା…………………………………କନ୍ଧମାଳ :- (କନ୍ଧମାଳ ଜିଲ୍ଲାରୁ କୁନା ଦିଗାଲଙ୍କ ରିପୋର୍ଟ ): ଟିକାବାଲି…

ଟିକାବାଲି ବ୍ଳକ ରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ
ଟିକାବାଲି ବ୍ଳକ ରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ……… କନ୍ଧମାଳ :-(କୁନା ଦିଗାଲଙ୍କ ରିପୋର୍ଟ the information media ) କନ୍ଧମାଳ ଜିଲ୍ଲା ଟିକାବାଲି ପଞ୍ଚାୟତ…