କାଲି ଗଞ୍ଜାମ ଓ ମାଲକାନଗିରିରେ ସ୍କୁଲ୍ ବନ୍ଦ
ଭୁବନେଶ୍ୱର: ଆସନ୍ତାକାଲି ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ବନ୍ଦ ରହିବ।ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିବ।ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତି ନେଇଛନ୍ତି ଜିଲ୍ଲା ପ୍ରଶାସନ।
The Information Media 🇮🇳 HAPPY REPUBLIC DAY🇮🇳
Vasundhara Information and Media Group