ରାୟଗଡା ଜିଲ୍ଲା କାଶୀପୁରରେ ବୁଧବାରଠାରୁ ଦିଆଯିବ ଡିପଥେରିଆ ବୁଷ୍ଟର ଡୋଜ ଟିକା।ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ଆଣ୍ଟି ବାୟୋଟିକ ଦିଆଯାଇଛି। ଆଗକୁ ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି ସର୍ଭେଲାନ୍ସ ହେବ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡାକ୍ତର ସଂଯୁକ୍ତା ସାହୁ।୫ରୁ ୧୫ ବର୍ଷ ବୟସ୍କଙ୍କୁ TD ଡୋଜ ଦିଆଯିବ। ସର୍ଭେଲାନ୍ସ ସରିବା ପରେ ସଂକ୍ରମଣ ହୋଇଥିବା ଅନ୍ୟ ଅଞ୍ଚଳରେ ବୁଷ୍ଟର ଡୋଜ ଦିଆଯିବ।ଡିପଥେରିଆ ସଂକ୍ରମଣ ବଢିବା ପରେ ସ୍ୱାସ୍ଥ୍ୟ ବିଭାଗର ବଡ଼ ପଦକ୍ଷେପ।
Related Posts
ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି।
ନୂଆଦିଲ୍ଲୀ:ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି। ଏହି ଅବସରରେ ସେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ପ୍ରଧାନମନ୍ତ୍ରୀ…
ମୁଖ୍ୟମନ୍ତ୍ରୀଙ୍କ ଠାରୁ ସମସ୍ୟା ସମାଧାନର ଭରସା ପାଇ ଖୁସିରେ ଫେରିଲେ ଲୋକେ
ମୁଖ୍ୟମନ୍ତ୍ରୀଙ୍କ ଠାରୁ ସମସ୍ୟା ସମାଧାନର ଭରସା ପାଇ ଖୁସିରେ ଫେରିଲେ ଲୋକେ ଭୁବନେଶ୍ୱର :‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣିବାର ଧାରା ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ…
ଫେବ୍ରୁଆରି ୧୮ରୁ +୨ ପରୀକ୍ଷା
ଫେବ୍ରୁଆରି ୧୮ରୁ +୨ ପରୀକ୍ଷା ଭୁବନେଶ୍ୱର: ଫେବ୍ରୁଆରି ୧୮ ତାରିଖରୁ +୨ ପରୀକ୍ଷା ଆରମ୍ଭ ହେବ।୧୮ରୁ ବିଜ୍ଞାନ ଏବଂ ୧୯ରୁ କଳା ଓ ବାଣିଜ୍ୟ ପରୀକ୍ଷା ହେବ।ମାର୍ଚ…