ମାଲକାନଗିରି:ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ଏନ୍କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ମାଲକାନଗିରି ସୀମାନ୍ତ ଝତିଶଗଡ଼ର ଅବୁଝମାଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି।
ଜଣ ନକ୍ସଲଙ୍କ ମୃତଦେହ ଜବତ କରିଥିଲେ। ତେବେ ନକ୍ସଲ ଗୁଳିରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ଜଣାପଡିଛି।
