ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେଲେ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଥିବା ଭବ୍ୟ ସମାରୋହରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ଅମିତ ଶାହା, ରାଜନାଥ ସିଂହ, ଜେପି ନଡ୍ଡା, ପୀୟୂଷ ଗୋୟଲ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ରାମମୋହନ ନାଇଡୁ, ନୀତିନ ଗଡ଼କାରି, ଗିରିରଜ୍ ସିଂହ, ଭୂପେନ୍ଦ୍ର ଯାଦବ, ଅଶ୍ଵିନୀ ବୈଷ୍ଣବ, ଯ୍ୟୋତିରାଦିତ୍ୟ ସିନ୍ଧିଆ, ନିର୍ମଳା ସିତାରମଣ, ଅନ୍ନପୂର୍ଣ୍ଣା ଦେବୀ, କିରଣ ରିଜିଜୁ, ମନୋହରଲାଲ ଖଟ୍ଟର, ଗଜେନ୍ଦ୍ର ସିଂ ସେଖାୱତ, ଏସ ଜୟଶଙ୍କର ଓ ଅନ୍ୟ ମାନେ।
Related Posts
ଜଳସେଚନ ପ୍ରକଳ୍ପକୁ ଯାଇଥିବା ବିଦ୍ୟୁତ ତାର ଚୋରି ଚୋର ଦମ୍ପତିଙ୍କୁ ମାଡି ବସିଲେ ଗ୍ରାମବାସୀ।
ମୟୂରଭଂଜ : ଉଠା ଜଳସେଚନ ପ୍ରକଳ୍ପକୁ ଯାଇଥିବା ବିଦ୍ୟୁତ ତାର ଚୋରି କରୁଥିବା ସମୟରେ ଚୋର ଦମ୍ପତିଙ୍କୁ ମାଡି ବସିଲେ ଗ୍ରାମବାସୀ। ଚୋର ଦମ୍ପତି ହେଲେ ବଡ଼ସାହି…
ନାଗରିକଙ୍କ ଆବଶ୍ୟକତାକୁ ଆଧାର କରି ବସ୍ ସଂଖ୍ୟା ବୃଦ୍ଧି କରାଯିବ: ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ
ନାଗରିକଙ୍କ ଆବଶ୍ୟକତାକୁ ଆଧାର କରି ବସ୍ ସଂଖ୍ୟା ବୃଦ୍ଧି କରାଯିବ: ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଭୁବନେଶ୍ୱର: ଓଡ଼ିଶା ଗୃହ ଓ ନଗର ଉନ୍ନୟନ…
ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…