ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍ବେଗ ପ୍ରକାଶ କଲେ ମୋଦି। ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାର ବିଷୟ। ଏଥିପାଇଁ ଦେଶ, ସମାଜ, ରାଜ୍ୟ ଗମ୍ଭୀରତାର ସହ ଚିନ୍ତା କରିବା ଉଚିତ। ଅପରାଧୀଙ୍କୁ ତୁରନ୍ତ ଦଣ୍ଡ ମିଳିବା ଉଚିତ।ଦେଶର ବିଭିନ୍ନ ମେଡିକାଲ କଲେଜରେ ୭୫ ହଜାର ଆସନ ସୃଷ୍ଟି ହେବ। ଆଗାମୀ ୫ ବର୍ଷ ମଧ୍ୟରେ ମେଡିକାଲ ଆଶାୟୀଙ୍କ ପାଇଁ ଏହି ସୁଯୋଗ ସୃଷ୍ଟି କରାଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ୭୮ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରି ଏହି ପ୍ରତିଶୃତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଲକ୍ଷ୍ୟ ରଖାଯାଇଛି। ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍ ଆରମ୍ଭ ହୋଇଛି। ଘରୋଇ ସାଟେଲାଇଟ୍ ଲଞ୍ଚ ହେଉଛି। ଯାହାକି ଅତି ଗର୍ବର ବିଷୟ।
Related Posts

ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ
ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ଭୁବନେଶ୍ୱର: ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି।୨ଟି ପର୍ଯ୍ୟାୟ ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି।ଆସନ୍ତା ୧୭ରେ…

ପଦ୍ମଶ୍ରୀ ହଳଧର ନାଗଙ୍କ ଉପସ୍ଥିତିରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ଭାରତୀୟ ଭାଷାଓଁ କୀ ସମାଜକତା’ ଉପରେ ୨ ଦିନିଆ ଜାତୀୟ ସେମିନାର ଉଦ୍ଘାଟିତ
ପଦ୍ମଶ୍ରୀ ହଳଧର ନାଗଙ୍କ ଉପସ୍ଥିତିରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ଭାରତୀୟ ଭାଷାଓଁ କୀ ସମାଜକତା’ ଉପରେ ୨ ଦିନିଆ ଜାତୀୟ ସେମିନାର ଉଦ୍ଘାଟିତକୋରାପୁଟ: ଭରତ ସରକାରଙ୍କ ଶିକ୍ଷା…

Mo Booth App launched in Odisha
Mo Booth App launched in Odisha Bhubaneswar: Chief Electoral Officer, Odisha Nikunja Dhal launched the Mo Booth application today. Through…