
ମହାରାଷ୍ଟ୍ରର(Abhishek Mohanty)ଏକ କେମିକାଲ ଫ୍ୟାକ୍ଟ୍ରୀରେ ବିସ୍ଫୋରଣ ପରେ ନିଆଁ ଲାଗିଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ମହାରାଷ୍ଟ୍ରର ଠାଣେ ଜିଲ୍ଲାର ଡୋମ୍ବିୱଲିରେ ଆହୁରି ଅନେକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। ତେଣୁ ମୃତାହତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।