ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୫ ଜଣ ଆହତ ହୋଇଥିବା କୁହାଯାଉଛି।



The Information Media 🇮🇳 HAPPY REPUBLIC DAY🇮🇳
Vasundhara Information and Media Group