ପାରାଦୀପ: ପାରାଦୀପ ବନ୍ଦରରେ ଆଜି ସକାଳେ ଏକ ଅଘଟଣ ଘଟିଛି। ଏଠାରେ ଅନଲୋଡିଂ ବେଳେ ଜାହାଜ ଉପରେ କ୍ରେନ୍ ଭାଙ୍ଗି ପଡ଼ିଥିଲା। ଏଥିରେ କ୍ରେନ ଅପରେଟର ଆହତ ହୋଇଥିଲେ ଏବଂ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅନ୍ୟ କୌଣସି କ୍ଷତି ହୋଇନଥିବା ଜଣାଯାଇଛି।
Related Posts

ଏ ଏମ ସି ମହାବିଦ୍ୟାଳୟ ଟିକାବାଲି ଠାରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ସ୍ଵାଗତ ସମ୍ବର୍ଦ୍ଧନା
ଏ ଏମ ସି ମହାବିଦ୍ୟାଳୟ ଟିକାବାଲି ଠାରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ସ୍ଵାଗତ ସମ୍ବର୍ଦ୍ଧନା … କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ…

ଟିକାବାଲି କଲେଜ ଠାରେ ଉଦ୍ଭିଦ ବିଜ୍ଞାନ ବିଭାଗର ପାଠଚକ୍ର
ଟିକାବାଲି କଲେଜ ଠାରେ ଉଦ୍ଭିଦ ବିଜ୍ଞାନ ବିଭାଗର ପାଠଚକ୍ର କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଟିକାବାଲି ଏ, ଏମ,ସି, ଏସ ମହାବିଦ୍ୟାଳୟରେ ଉଦ୍ଭିଦ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ । ଗଜପତି – ୨/୯/୨୪ପାରଳାଖେମଣ୍ଡି,ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ…