ପୁଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା! ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର. ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଗଲା!.ସର୍ବନିମ୍ନ ୨ ବର୍ଷ କାର୍ଯ୍ୟ କରିବା ନେଇ ବଢ଼ାଗଲା କାର୍ଯ୍ୟକାଳ
Related Posts

ସାଇକେଲରେ ଖଡ଼ିଆଳରୁ ଉତ୍ତରାଖଣ୍ଡ ଯାତ୍ରା
*ସାଇକେଲରେ ଖଡ଼ିଆଳରୁ ଉତ୍ତରାଖଣ୍ଡ ଯାତ୍ରା* ନୂଆପଡା (ଓମ୍ ପ୍ରକାଶ ଚୌଧୁରୀ)ଜିଲ୍ଲା ଖଡ଼ିଆଳରୁ ଉତ୍ତରାଖଣ୍ଡର କେଦାରନାଥ ଯାତ୍ରା, ତାହା ପୁଣି ବାଇ ସାଇକେଲରେ। ନୂଆପଡ଼ା ଜିଲ୍ଲା କୋମନା ବ୍ଳକର…

ମୋହନା ମହୋତ୍ସବ ଉଦଯାପନୀ ଉତ୍ସବ ରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଝୁମିଲେ ଦର୍ଶକ ।
ମୋହନା ମହୋତ୍ସବ ଉଦଯାପନୀ ଉତ୍ସବ ରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଝୁମିଲେ ଦର୍ଶକ । ଆର,ଉଦୟଗିରି(ମନୋଜ କୁମାର ପାଢୀ/ ୧୩/୧୨/୨୦୨୪ ଗଜପତି ଜିଲ୍ଲା ମୋହନା ରେ ମୋହନା…

ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି।
ନୂଆଦିଲ୍ଲୀ:ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି। ଏହି ଅବସରରେ ସେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ପ୍ରଧାନମନ୍ତ୍ରୀ…