ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।
Related Posts
ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ…
ଛତିଶଗଡ଼ ଅବୁଝମାରରେ ଏନ୍କାଉଣ୍ଟର; ୮ ନକ୍ସଲ ମୃତ ।
ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ବେଳେ ୮ ନକ୍ସଲ ମରିଗଲା। ଜଣେ ସୁରକ୍ଷାକର୍ମୀ ସହିଦ, ଆଉ ୨ ସୁରକ୍ଷାକର୍ମୀ ଆହତ ।
ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ୨୧୮ତମ କଥାମୃତ କାର୍ଯ୍ୟକ୍ରମ ଅନୁଷ୍ଠିତ
ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ୨୧୮ତମ କଥାମୃତ କାର୍ଯ୍ୟକ୍ରମ ଅନୁଷ୍ଠିତ ଭୁବନେଶ୍ୱର: ଆଜି ମାସର ପ୍ରଥମ ରବିବାର ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ନୀଳକଣ୍ଠେଶ୍ୱର ମନ୍ଦିର ଇନ୍ଦିରା…