ମାଲକାନଗିରି: ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସର ଘନଘନ ଚଢ଼ାଉରେ ନକ୍ସଲ ଏବେ ହିଂସାତ୍ମକ ହୋଇପଡିଛନ୍ତି। ଲୋଙ୍କୁ ଭୟଭୀତ କରାଇବା ଏବଂ ପୁଲିସକୁ ଚ୍ୟାଲେଞ୍ଚ କରିବା ପାଇଁ ନିରୀହ ଲୋକଙ୍କୁ ହତ୍ୟା କରୁଛନ୍ତି। ଏହି ଘଟଣାକ୍ରମରେ ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଗୋଟିଏ ଦିନରେ ଦୁଇ ଜଣ ପୂର୍ବତନ ସରପଞ୍ଚଙ୍କୁ ଅପହରଣ କରିନେଇ ହତ୍ୟା କରିଛନ୍ତି।
Related Posts
ଏନ୍କାଉଣ୍ଟରରେ ଟଳିଲେ ୨ ମାଓବାଦୀ
ମାଲକାନଗିରି: ସକାଳ ୧୧ଟା ବେଳେ ନକ୍ସଲଙ୍କ ସହ ସାମ୍ନାସାମ୍ନି ହୋଇଥିଲା। ନକ୍ସଲ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ପାଲଟା ଜବାବ ଦେଇଥିଲେ। ଦିନ…
ମାଲକାନଗିରି ଜିଲ୍ଲା କାଲିମେଳାରେ ଜଣେ ଯୁବତୀକୁ ଦୁଷ୍କର୍ମ ଅଭିଯୋଗ ହୋଇଛି |
କାଲିମେଳା : ମାଲକାନଗିରି ଜିଲ୍ଲା କାଲିମେଳାରେ ଜଣେ ଯୁବତୀକୁ ଦୁଷ୍କର୍ମ ଅଭିଯୋଗ ହୋଇଛି | ଘରେ କେହି ନ ଥିବାବେଳେ ରାତି ଅଧରେ ଜଣେ ବିବାହିତ ଯୁବକ…
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ମାଥିଲିର ପଚିଶିତମ ବାର୍ଷିକ କ୍ରୀଡା ଶୁକ୍ରବାର ଓ ଶନିବାର ଅନୁଷ୍ଠିତ ହୋଇଯାଇଛି।
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ମାଥିଲିର ପଚିଶିତମ ବାର୍ଷିକ କ୍ରୀଡା ଶୁକ୍ରବାର ଓ ଶନିବାର ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି:କ୍ରୀଡାର ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ସମାଜସେବୀ ସନ୍ତୋଷିନୀ ପାତ୍ର,…