ଭୁବନେଶ୍ୱର: ପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ କରାଯାଇଛି। କଳାରେ ପାସ୍ ହାର ୮୦.୯୫ ପ୍ରତିଶତ, ବିଜ୍ଞାନରେ ୮୬.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୨.୨୭ ପ୍ରତିଶତ ରହିଛି। କଳାରେ ୨,୩୫,୨୧୮, ବିଜ୍ଞାନରେ ୧,୧୫,୮୯୫ ଓ ବାଣିଜ୍ୟରେ ୨୫,୮୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ୱେବସାଇଟ୍ www.orissaresults.nic.in ରେ ପରୀକ୍ଷା ଫଳ ଉପଲବ୍ଧ ରହିଛି।
Related Posts
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତ ରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତ ରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଭୁବନେଶ୍ୱର: ଆଜି ବିଧାନସଭା ପ୍ରକୋଷ୍ଠ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…
ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଆସନ୍ତାକାଲି ଜିଲ୍ଲାପାଳ ଓ ପରଦିନ ପୁଲିସ୍ ଏସପି ସମ୍ମିଳନୀ ଅନୁଷ୍ଠିତ ହେବ ।
ଭୁବନେଶ୍ଵର:ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଆସନ୍ତାକାଲି ଜିଲ୍ଲାପାଳ ଓ ପରଦିନ ପୁଲିସ୍ ଏସପି ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ପ୍ରଥମ ଜିଲ୍ଲାପାଳ ଓ…
ବାଲେଶ୍ୱର ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ।
ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ…