ନୂଆ ଶକ୍ତି ଓ ସଂକଳ୍ପ ସହ ଆଗକୁ ବଢ଼ିବୁ: ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର: NDAର ବହୁମତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି।ସେ କହିଛନ୍ତି ଯେ ଜନତା ଲଗାତର ତୃତୀୟ ଥର ପାଇଁ ବିଶ୍ବାସ କରିଛନ୍ତି।ଭାରତ ଇତିହାସରେ ଏକ ଅଦ୍ଭୂତପୂର୍ବ ସମୟ।ସ୍ନେହ ଓ ଆଶୀର୍ବାଦ ପାଇଁ ସମସ୍ତଙ୍କ ପ୍ରଣାମ ଜଣାଇ କହିଲେ, “ନୂଆ ଶକ୍ତି ଓ ସଂକଳ୍ପ ସହ ଆଗକୁ ବଢ଼ିବୁ।”
Related Posts

୮୦ ବର୍ଷରୁ ଅଧିକ ବୟସ ଏବଂ ୮୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ବ୍ୟକ୍ତିଙ୍କ ମାସିକ ପେନସନ ୩୫୦୦ କୁ ବୃଦ୍ଧି
୮୦ ବର୍ଷରୁ ଅଧିକ ବୟସ ଏବଂ ୮୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ବ୍ୟକ୍ତିଙ୍କ ମାସିକ ପେନସନ ୩୫୦୦ କୁ ବୃଦ୍ଧି ଭୁବନେଶ୍ୱର: ଓଡ଼ିଶାର ୮୦ ବର୍ଷ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ନିଲମ୍ବନ କଲେ ଓଡ଼ିଶା ସରକାର
ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ନିଲମ୍ବନ କଲେ ଓଡ଼ିଶା ସରକାର ଭୁବନେଶ୍ୱର: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର…

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ।
ଦିଲ୍ଲୀ :ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ। ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର…