ବରଗଡ ଜିଲ୍ଲା ଭେଡେନ ବ୍ଲକ ପପଂଗା ପାହାଡ଼ ପାଦଦେଶରେ ଭେଡେନ ବ୍ଲକ ବିଜ୍ଞାନ ଓ ଗଣିତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି କରିବା ପାଇଁ ଜନସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତିତ୍ବ କରିଥିଲେ ଲକ୍ଷ୍ମଣ କୁମାର ପାଣିଗ୍ରାହୀ ପପଂଗା ପାହାଡ଼ ପାଦଦେଶରେ ବଣଭୋଜି କୁ ଆସି ଥିବା ପର୍ଯ୍ୟଟନ କୁଂ ପ୍ଲାଷ୍ଟିକ ମୁକ୍ତ ବଣଭୋଜି କରିବା ପାଇଁ ଜନସାଧାରଣଙ୍କୁ ସଚେତନତା କରାଯିବା ସହ ବିଜ୍ଞାନ ଓ ଗଣିତ ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ଆଲୋଚନା ଓ ପର୍ଯ୍ୟାଲୋଚନା ହୋଇଥିଲା। ଏହା କୁ ପରିଚାଳନା କରିଥିଲେ, ଝରାପାଲି ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସଞ୍ଜୀବ କୁମାର ପ୍ରଧାନ ।ଏହି ସମୟରେ ଶିକ୍ଷକ ମାନେ ଅଂଶଗ୍ରହଣ କରି ନିଜସ୍ବ ଅଭିଜ୍ଞତା ହାସଲ କରିବା ଥିବା ବକ୍ତବ୍ୟ ପ୍ରତିପାଦନ କରି ଥିଲେ।ପରିଶେଷରେ ଶିକ୍ଷକ ସଂଜୀବ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
Related Posts
ବିଷାକ୍ତ ଛତୁ ଖାଇ ଜଣେ ମହିଳା ଗୁରୁତର
ବିଷାକ୍ତ ଛତୁ ଖାଇ ଜଣେ ମହିଳା ଗୁରୁତର ଗଜପତି, (ମନୋଜ ପାଢୀ): ଜଙ୍ଗଲର ବିଷାକ୍ତ ଛତୁ ଖାଇବା ଯୋଗୁଁ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି…
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର।
ନୂଆଦିଲ୍ଲୀ: ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ…
ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ।
ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ…