ବରଗଡ ୭,୧୧(ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଥୁଆପାଲି ବଡ କେନାଲ ଠାରେ ବିହାରୀ ସଂପ୍ରଦାୟର ଛଟ୍ ପୂଜା ଆରମ୍ଭ ହୋଇଯାଇଛି।ଏଥିରେ ଅସ୍ତଗାମୀ ସୂର୍ଯ୍ୟ ଓ ଉଦୟ ସୂର୍ଯ୍ୟ ଦେବତାଙ୍କୁ ବିଭିନ୍ନ ପ୍ରକାର ଫଳମୂଳ ଲାଗି ପୂଜାକରାଯାଏ । ଏହି ଛଟ୍ ପୂଜା ଫଳରେ ସନ୍ତାନ ପ୍ରାପ୍ତି, ପରିବାର ରେ ସୁଖ ଶାନ୍ତି ଓ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ ରହିଆସିଛି । ଏହି ଅବସରରେ ଅତିଥି ଭାବେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଭୋଲା ସାହାନୀ, ଶିବ କୁମାର ଚୌଧୁରୀ, ମନିଶ ସିଂ, ବିକେଶ ସାହାନୀ, ସୁରେଶ ଶର୍ମା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।
Related Posts
ଗୋରୁ ବଝେଇ ଟ୍ରକକୁ ଅଟକ ରଖିଲେ ବଜରଙ୍ଗୀ ଦଳର କର୍ମକର୍ତା
ଗୋରୁ ବଝେଇ ଟ୍ରକକୁ ଅଟକ ରଖିଲେ ବଜରଙ୍ଗୀ ଦଳର କର୍ମକର୍ତା ଆର,ଉଦୟଗିରି(ମନୋଜ କୁମାର ପାଢୀ/ -ଦିନ ଗଜପତି ଜିଲ୍ଲାରେ ଗୋଚାଲାଣ ବୃଦ୍ଧି ପାଉଥିବା ବେଳେ,ଗୋରୁ ବଝେଇ ଟ୍ରକକୁ…
୨୦୧୯ ଠାରୁ ଚଳିତ ନିର୍ବାଚନରେ ଗଜପତିରେ ୨.୭୯ ମତହାର କମିଛି ।
୨୦୧୯ ଠାରୁ ଚଳିତ ନିର୍ବାଚନରେ ଗଜପତିରେ ୨.୭୯ ମତହାର କମିଛି ।ଗଜପତି -୧୬/୫/୨୦୨୪):ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଗଜପତି ଜିଲ୍ଲାରେ ଗତ ୨୦୧୯ ସାଧାରଣ ନିର୍ବାଚନର ଭୋଟ ହାରକୁ…
ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପକ୍ଷରୁ ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା
ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପକ୍ଷରୁ ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା ରାୟଗଡା : ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ପାଳନ ଅବସରରେ ସ୍ଥାନୀୟ…