ବାଲିଗୁଡ଼ା ହତ୍ୟାକାଣ୍ଡ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଶୁଣାଇଛନ୍ତି ଗଞ୍ଜାମ ଜିଲ୍ଲା ଜଜ୍।ଗଞ୍ଜାମ :ଗତ ୨୦୧୯ ଡିସେମ୍ବର ମାସରେ ଘଟିଥିବା ସୁଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି। ଉକ୍ତ ହତ୍ୟାକାଣ୍ଡ ରେ ଅଭିଯୁକ୍ତ ୬ ଜଣଙ୍କୁ ମାନ୍ୟବର ଜିଲ୍ଲା ଜଜ୍ ମହାଶୟା ଆଜୀବନ କାରାଦଣ୍ଡ ଆଦେଶ ଶୁଣାଇଛନ୍ତି।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!
Related Posts
ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା
କଟକ:ସଦର ଥାନାର ଏକ ପରିତ୍ୟକ୍ତ ଘରେ ରଖାଯାଇଥିଲା ଜବତ ବୋମା!ନିଷ୍କ୍ରିୟକାରୀ ପୋଲିସ ଟିମ୍ରେ ଥିବା ଜଣେ ହାବିଲଦାର ମୃତ!
ପ୍ୟାରିସ ଅଲିମ୍ପିକ୍ସରେ ଭାରତର ଜାଭେଲିନ ଥ୍ରୋଅର ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ
ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ଭାରତର ଷ୍ଟାର ଜାଭେଲିନ ଥ୍ରୋଅର ନୀରଜ ଚୋପ୍ରାଙ୍କୁ ନେଇ ଆସିଛି ଏକ ବଡ଼ ଅପଡେଟ୍। ଦୀର୍ଘ ଦିନ ଧରି ହାର୍ନିଆ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି!
ଆଜି ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ । ନୂଆଦିଲ୍ଲୀ ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।