ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରୁଛି । ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ତାଙ୍କର ୧୦୦ରୁ ଅଧିକ ପ୍ଲଟ୍ ରହିଛି ବୋଲି ଜଣାପଡ଼ିଛି। ଆଜି ସକାଳୁ ହୋଇଥିବା ଚଢ଼ାଉରେ ବାବୁଙ୍କ ଏପରି ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ। ଏସବୁ ଅମାପ ସମ୍ପତ୍ତିର ମାଲିକ ହେଉଛନ୍ତି ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ।
Related Posts

ପୁରୀ ରେ ଅନୁଷ୍ଠିତ ହେବ ଦ୍ଵିତୀୟ ଶ୍ରୀଜଗନ୍ନାଥ ବିଶ୍ୱ ଆଧ୍ୟାତ୍ମିକ ସମାବେଶ
ପୁରୀ ରେ ଅନୁଷ୍ଠିତ ହେବ ଦ୍ଵିତୀୟ ଶ୍ରୀଜଗନ୍ନାଥ ବିଶ୍ୱ ଆଧ୍ୟାତ୍ମିକ ସମାବେଶ ପୁରୀ: ଶ୍ରୀଜଗନ୍ନାଥ ଚିନ୍ତା ଚେତନା ୱାର୍ଲଡ ୱାଇଡ ପକ୍ଷରୁ ଦ୍ଵିତୀୟ ଶ୍ରୀଜଗନ୍ନାଥ ବିଶ୍ୱ ଆଧ୍ୟାତ୍ମିକ…

ସାମ୍ବାଦିକ ଆମୋଦ ପାରଳା ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ.
ସାମ୍ବାଦିକ ପାରଳା ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଗଜପତି (,୨୩୪/ ୨୦୧୪):ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳ ମଣ୍ଡଳୀରେ ସଂଖ୍ୟାଲଘୁ ଏବଂ ଯୁବ ସାମ୍ବାଦିକ…

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l
ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l ରାୟଗଡ : ୧୨/୧୧/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର…