ରାଜସ୍ଥାନ:ରାଜସ୍ଥାନର କରୌଲି ଜିଲ୍ଲାରେ ଏକ ବଡ଼ ଅଘଟଣ ଘଟିଛି। ଉଚ୍ଚ କ୍ଷମତା ସମ୍ପନ୍ନ ଏକ ବିଦ୍ୟୁତ୍ ତାର ଏକ ଟ୍ରାକ୍ଟର ଉପରେ ଖସି ପଡ଼ିବାରୁ ଏକ ପରିବାରର ୬ ଜଣ ଜଳି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ପତିପତ୍ନୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।
Related Posts

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥ।
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥ ଭୁବନେଶ୍ୱର: (Abhishek Mohanty)ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଭୁବନେଶ୍ୱର ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ କରାଯାଇଛି…

ଶ୍ରେଷ୍ଠ ଓଡ଼ିଆ ସିନେମା ଜଗତର ‘ଦମନ’କୁ ମିଳିଛି ଏହି ଜାତୀୟ ପୁରସ୍କାର।
‘ଦମନ’କୁ ମିଳିଛି ଜାତୀୟ ପୁରସ୍କାର। ଶ୍ରେଷ୍ଠ ଓଡ଼ିଆ ସିନେମା ଭାନେ ‘ଦମନ’କୁ ମିଳିଛି ଏହି ଜାତୀୟ ପୁରସ୍କାର। ଏହି ଘୋଷଣା ପରେ ପୂରା ‘ଦମନ’ ଟିମ୍ ଉତ୍ସାହିତ…

ଓଡ଼ିଶା ଖଦି ମେଳା ଆରମ୍ଭ
ଓଡ଼ିଶା ଖଦି ମେଳା ଆରମ୍ଭ ଭୁବନେଶ୍ୱର : ଭୁବନେଶ୍ୱର ଖାରବେଳ ନଗରସ୍ଥିତ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ କାର୍ଯ୍ୟାଳୟ ପରିସରରେ ଆଜିଠାରୁ ଓଡ଼ିଶା ଖଦି ମେଳା –…