ବରଗଡ଼: ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍ଘାଟନ ହୋଇଛି। ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ କଂସଙ୍କ ରାଜୁତି ଆରମ୍ଭ ହୋଇଯାଇଛି। ଦ୍ବାପରଯୁଗରେ ଭଗବାନ କୃଷ୍ଣ କରିଥିବା ଲୀଳାଖେଳାକୁ ଆଧାର କରି ପୌରାଣିକ କଥାବସ୍ତୁ ଉପରେ ବରଗଡ଼କୁ ମଥୁରାନଗରୀ ଭାବେ ଉପସ୍ଥାପନା କରାଯାଇଛି। ସେହିପରି ଅମ୍ବାପାଲି ଗୋପପୁରରେ ପରିଣତ ହୋଇଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କଂସଙ୍କ ଅଟ୍ଟହାସ୍ୟ ଓ ଆଦେଶରେ ଥରହର ମଥୁରାନଗରୀ ହେବ। ଧନୁଯାତ୍ରା ପାଇଁ ଲୋକଙ୍କ ମନରେ ଉତ୍ସାହ ଦେଖାଯାଇଛି।
Related Posts
ଥୁଆପାଲି ଧନୁଯାତ୍ରା ମହୋତ୍ସବ ର ଚାଲିଥିବା ସପ୍ତମ ଦିବସରେ ଷଡମଲ୍ଲ ନିହତ ଖବର ପାଇ କଂସ ବିଚଳିତ ହୋଇ ମର୍ମାହତ ହୋଇ ଥିଲେ।।
ଥୁଆପାଲି ଧନୁଯାତ୍ରା ମହୋତ୍ସବ ର ଚାଲିଥିବା ସପ୍ତମ ଦିବସରେ ଷଡମଲ୍ଲ ନିହତ ଖବର ପାଇ କଂସ ବିଚଳିତ ହୋଇ ମର୍ମାହତ ହୋଇ ଥିଲେ।। ବରଗଡ ୨୦,୧୨-(ଭବାନୀ ଶଙ୍କର…
ଜଙ୍ଗଲରେ ସ୍ୱାମୀକୁ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାର ପର୍ଦ୍ଦାଫାସ
ଲମତାପୁଟ: ଜଙ୍ଗଲରେ ସ୍ୱାମୀକୁ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାର ପର୍ଦ୍ଦାଫାସ ପାରିବାରିକ କଳହରୁ ସ୍ତ୍ରୀକୁ ପିଟି ପିଟି ନିଜେ ହତ୍ୟା କରିଥିଲା ସ୍ୱାମୀ,୨ ସାଙ୍ଗଙ୍କ ସହାୟତାରେ ସ୍ତ୍ରୀକୁ…
Odisha BJP President reviews arrangements for swearing-in ceremony of new CM
Odisha BJP President reviews arrangements for swearing-in ceremony of new CM Bhubaneswar: (Abhishek Mohanty)Odisha BJP President Manmohan Samal on Tuesday…