ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଟେନିସ ଖେଳାଳି ରାଫେଲ ନାଡାଲ ଆଜି ନିଜର ପ୍ରିୟ ଖେଳକୁ ଅଲବିଦା କହିବାକୁ ନିଷ୍ପତ୍ତି ନେଇଛନ୍ତି। ୨୨ଥର ଗ୍ରାଣ୍ଡସ୍ଲାମ ବିଜେତା ନାଡାଲ ବେଶ ଭାବବିହ୍ୱଳ ହୋଇ ଗୋଟିଏ ଭିଡିଓ ଜାରି କରି ନିଜ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି
ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଟେନିସ ଖେଳାଳି ରାଫେଲ ନାଡାଲ ଅବସର!
