ପୁରୀ ଷ୍ଟେସନ୍ ରେ ଭୁସୁଡ଼ିଲା ନିର୍ମାଣାଧୀନ ଛାତ, ଏକାଧିକ ଶ୍ରମିକ ଆହତପୁରୀ: ଭୁସୁଡିଲା ପୁରୀ ରେଳ ଷ୍ଟେସନ୍ ରେ ନିର୍ମାଣାଧୀନ ଛାତ।ସୁପରଭାଇଜର ସମେତ ୪ ଜଣ ଶ୍ରମିକଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ। ଆଉ କିଛି ଶ୍ରମିକ ଫସିରହିଥିବା ଆଶଙ୍କା ଥିବାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ବିଶ୍ବସ୍ତରୀୟ ଷ୍ଟେସନ୍ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଘଟିଛି ଏହି ଘଟଣା।
Related Posts
ରାସ୍ତା ଉପରେ ପଡିଲା ବିଡା ବିଡା ଟଙ୍କା
ଆନ୍ଧ୍ରପ୍ରେଦଶରେ ଶନିବାର ଏଭଳି କିଛି ଦୃଶ୍ୟ ସାମ୍ନାକୁ ଆସିଛି। ଯାହା ସମସ୍ତଙ୍କୁ ଚକିତ କରିଦେଇଛି।ଦୁର୍ଘଟଣା ଗ୍ରସ୍ତ ହୋଇ ଓଲଟି ପଡିଲା ଟାଟା ଏସି। ଏହାପରେ ରାସ୍ତା ଉପରେ…
ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି।
ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଟେରାମ୍-ଗୁଡୁମ୍ ଗାଁ ନିକଟ ଜଙ୍ଗଲରେ ଏହି ବିସ୍ଫୋରଣ ହୋଇଛି। ଆହତ…
ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କ ସଂସଦୀୟ କ୍ଷେତ୍ରରେ ୪ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ସହଯୋଗ ଲୋଡ଼ିଛନ୍ତି।
ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କ ସଂସଦୀୟ କ୍ଷେତ୍ରରେ ୪ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ସହଯୋଗ ଲୋଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ…