ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା।

ଭୁବନେଶ୍ଵର :ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫଳରେ ସେମାନଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୨୦୨୪ରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

Leave a Reply

Your email address will not be published. Required fields are marked *