ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାବୀସ। ମହାରାଷ୍ଟ୍ର ରାଜ୍ୟପାଳ ସି. ପି. ରାଧାକୃଷ୍ଣନ ତାଙ୍କୁ ଶପଥ ପାଠ କରାଇଥିଲେ । ତାଙ୍କ ସହ ଏକନାଥ ସିନ୍ଦେ ଏବଂ ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।
Related Posts

ଇତିହାସ ରଚିଲେ ମହାକାଶଚାରୀ ସୁନୀତା ୱିଲିୟମ୍ସ।
ନୂଆଦିଲ୍ଲୀ:(ଅଭିଷେକ ମହାନ୍ତି)ମହାକାଶକୁ ତୃତୀୟ ଯାତ୍ରା। ସୁନୀତା ଅନ୍ତରୀକ୍ଷରେ ପହଞ୍ଚିବା ପରେ ସେଠାରେ ଖୁସିରେ ନାଚିଛନ୍ତି।ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ। ସେ ଅନ୍ତର୍ଜାତୀୟ ସ୍ପେଶ୍…

ବିଜେଡି ସହ ସଂପର୍କ କାଟିଲେ ବଡଚଣାର ପୂର୍ବତନ ବିଧାୟକ ଅମର ଶତପଥୀ ।
*ବିଜେଡି ସହ ସଂପର୍କ କାଟିଲେ ବଡଚଣାର ପୂର୍ବତନ ବିଧାୟକ ଅମର ଶତପଥୀ । ଆଜି ପ୍ରେସମିଟ୍ କରି ଏନେଇ ସ୍ପଷ୍ଟ କରିଛନ୍ତି ସେ । କହିଛନ୍ତି ମୁଁ…

ନବ ନିଯୁକ୍ତି ଶିକ୍ଷୟତ୍ରୀଙ୍କ ପ୍ରତିବାଦରେ ସ୍କୁଲରେ ତାଲା
ବୈପାରୀଗୁଡା -(ଏନ ସନ୍ତୋଷ ) ନବ ନିଯୁକ୍ତି ଶିକ୍ଷୟତ୍ରୀଙ୍କ ପ୍ରତିବାଦରେ ସ୍କୁଲରେ ତାଲା । ସ୍କୁଲ ଗେଟରେ ତାଲା ପକାଇ ରାସ୍ତାରେ ଧାରଣା ଦେଲେ ସ୍କୁଲ ଛାତ୍ରଛାତ୍ରୀ…