ମହିଳାଙ୍କ ଆତ୍ମହତ୍ୟା।ଦିଗପହଣ୍ଡି ସହର ଧୋବା ସାହିର ଲିଜା ସେଠୀ ନାମ୍ନୀ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ଲିଜା ବିଷ ପିଇଥିବା ଘର ଲୋକ ଜାଣି ପାରି ଗୁରୁତର ଅବସ୍ଥାରେ ତାକୁ ଦିଗପହଣ୍ଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥାରେ ସୁଧାର ନଆସିବାରୁ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!
Related Posts
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଗଜପତି ମହାରାଜା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଗଜପତି ମହାରାଜା ରଥଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ!ମୁଖ୍ୟମନ୍ତ୍ରୀ-ଗଜପତିଙ୍କ ସହ ଆଇନମନ୍ତ୍ରୀ ବି ଆଲୋଚନାରେ ସାମିଲ ଥିଲେ.ରଥଯାତ୍ରା…
ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି ।
ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ଭୁବନେଶ୍ୱର:ସେ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ…
ରାଜନୈତିକ ଦଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଲୋଚନା
ରାଜନୈତିକ ଦଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଲୋଚନା ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟ…