ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ ଭୁବନେଶ୍ୱର: କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି।
Related Posts
ବରିଷ୍ଠ ପୋଲିସ ଅଧିକାରୀ ହେଲେ ନିଲମ୍ବିତ
ବରିଷ୍ଠ ପୋଲିସ ଅଧିକାରୀ ହେଲେ ନିଲମ୍ବିତ ଭୁବନେଶର: ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ!
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ। ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ…
କଟକ ସହରରେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦେଲେ ଓଡ଼ିଶା ହାଇକୋର୍ଟ
କଟକ ସହରରେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦେଲେ ଓଡ଼ିଶା ହାଇକୋର୍ଟ କଟକ : କଟକ ସହରରେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦେଲେ ଓଡ଼ିଶା ହାଇକୋର୍ଟ।କଟକ…