ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି।

ବରଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି। ବରଗଡ଼ ଜିଲ୍ଲା ସୋହେଲାର ଇଚ୍ଛାପାଲି ପଡ଼ିଆଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶର ମଞ୍ଚରେ ୧୩ଜଣ ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରିଛନ୍ତି।

Leave a Reply

Your email address will not be published. Required fields are marked *