ମୋ ବସ୍‌ ଧକ୍କାରେ ପରିବା ବ୍ୟବସାୟୀ ଆହତ

ମୋ ବସ୍‌ ଧକ୍କାରେ ପରିବା ବ୍ୟବସାୟୀ ଆହତ

କଟକ: କଟକ ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌।ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଛନ୍ତି।ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିଲା। ତେବେ ପୋଲିସ୍ ପହଞ୍ଚି ଉତ୍ୟକ୍ତ ଲୋକଙ୍କ ବୁଝାସୁଝା କରି ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *