ରାଉରକେଲା:୩୫ ଜଣଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ! ପୋଷ୍ଟମର୍ଟମ ରିପୋର୍ଟରୁ ଅଂଶୁଘାତଜନିତ ମୃତ୍ୟୁ ହୋଇଥିବା ସ୍ପଷ୍ଟ. ଆଉ ୪ ମୃତଦେହ ବିନା ପୋଷ୍ଟମର୍ଟମରେ ସେମାନଙ୍କ ପରିବାର ନେଇଛନ୍ତି!ରାଉରକେଲାରେ ଅସ୍ବାଭାବିକ ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି. ସୂଚନା ଦେଲେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ
Related Posts
ଆସନ୍ତା ୨୪ ରେ ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ
ଆସନ୍ତା ୨୪ ରେ ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଭୁବନେଶ୍ୱର: ଭରତପୁର ଥାନା ମାମଲାରେ ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେଲା ବିଜେଡି।ଆସନ୍ତା ୨୪ ତାରିଖ…
୫୩ଟି ଔଷଧ ଗୁଣବତ୍ତା ମାନ ଯାଞ୍ଚ ବେଳେ ଫେଲ ମାରିଛନ୍ତି।
କ୍ୟାଲସିୟମ, ଭିଟାମିନ ଡି୩ ସପ୍ଲିମେଣ୍ଟ, ମଧୁମେହ ଓ ଉଚ୍ଚ ରକ୍ତଚାପ ପାଇଁ ଲୋକମାନେ ବ୍ୟବହାର କରୁଥିବା ୫୩ଟି ଔଷଧ ଗୁଣବତ୍ତା ମାନ ଯାଞ୍ଚ ବେଳେ ଫେଲ ମାରିଛନ୍ତି।…
ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’- ୨୦୨୪ ଉଦ୍ଘାଟିତ
ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’- ୨୦୨୪ ଉଦ୍ଘାଟିତ ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଆଜିଠାରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା-୨୦୨୪’ ଆରମ୍ଭ ହୋଇଛି ।…