ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ପୁଣି ଥରେ ରାଜ୍ୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କ ନେତୃତ୍ୱରେ ସରକାର ଗଠନ ହେବାକୁ ଯାଉଛି । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତୃତ୍ବାଧୀନ ଇଣ୍ଡିଆ ମେଣ୍ଟ ୫୬ଟି ଆସନରେ ବିଜୟୀ ହେଉଛି । ବିଜେପି ଏଥର ୨୦୧୯ରେ ନିଜର ପ୍ରଦର୍ଶନକୁ ଦୋହରାଇବାରେ ସକ୍ଷମ ହୋଇନାହିଁ। ଏହା ୨୪ଟି ଆସନରେ ଆଗୁଆ ରହିଛି। ଚଳିତ ଝାଡ଼ଖଣ୍ଡ ନିର୍ବାଚନ ଅନେକ ଦୃଷ୍ଟିରୁ ରୋଚକ ହୋଇଛି। କିନ୍ତୁ ଏହାର ସବୁଠାରୁ ରୋଚକ ଦିଗ ହେଉଛି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ତଥା ଓଡ଼ିଆ ଝିଅ କଳ୍ପନା ମୁର୍ମୁ ସୋରେନଙ୍କ ଉତ୍ଥାନ ।
Related Posts

ଭୂସ୍ଖଳନ ୧୪୩ ଛୁଇଁଲା ମୃତ୍ୟୁ
କେରଳ ୱାଏନାଡରେ ଭୂସ୍ଖଳନ; ୧୪୩ ଛୁଇଁଲା ମୃତ୍ୟୁ ସଂଖ୍ୟା-ୱଏନାଡର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ

ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ ।
ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ । ଆଇସିୟୁରେ…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ
ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ* ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ* ମୁଖାଗ୍ନି ଦେଲେ ସାନ ପୁଅ ଟଙ୍କଧର ପୂଜାରୀ* ଜିଲ୍ଲାପାଳ,…