ଭୁବନେଶ୍ଵର:ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଆସନ୍ତାକାଲି ଜିଲ୍ଲାପାଳ ଓ ପରଦିନ ପୁଲିସ୍ ଏସପି ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ପ୍ରଥମ ଜିଲ୍ଲାପାଳ ଓ ଏସପି ସମ୍ମିଳନୀରେ ବିଜେପି ସରକାରର ନିଜସ୍ୱ ନୂଆ ଯୋଜନା ସହ କେନ୍ଦ୍ରୀୟ ଯୋଜନାର ସଫଳ ରୂପାୟନ, ଇଜି ଅଫ ଡୁଇଙ୍ଗ ବିଜିନେସ୍ , ଅଭିଯୋଗ ସମାଧାନ ଓ ସରକାରୀ ସେବା ପ୍ରଦାନ ସମେତ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି, ଉପକୂଳ ସୁରକ୍ଷା ଓ ମାଓବାଦୀ ସମସ୍ୟା, ରାଜ୍ୟରେ ମହିଳା ସୁରକ୍ଷାକୁ ନେଇ ଜିରୋ ଟଲେରାନ୍ସ ଓ ନିଶା କାରବାରର ମୁକାବିଲା ଆଦି ପ୍ରସଙ୍ଗରେ ଚର୍ଚ୍ଚା ହେବ । ଏହାସହିତ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କ ସମେତ ବିଭିନ୍ନ ବିଭାଗର ସଚିବ, ନିର୍ଦ୍ଦେଶକମାନଙ୍କ ସହ ଜିଲ୍ଲାପାଳମାନେ ରାତ୍ରିଭୋଜନରେ ସାମିଲ ହେବେ ବୋଲି ଜଣାପଡ଼ିଛି ।
Related Posts
ଓଡ଼ିଶାରେ ଅଂଶୁଘାତରେ ୩ ଜଣ ମୃତ
ଓଡ଼ିଶାରେ ଅଂଶୁଘାତରେ ୩ ଜଣ ମୃତ ଭୁବନେଶ୍ୱର: ଓଡ଼ିଶାରେ ଅଂଶୁଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି।ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ଏହି ସୂଚନା ଦେଇଛନ୍ତି।ମୋଟ୍ ୭୮୬…
ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଭକ୍ତଙ୍କ ଭିଡ଼
ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଭକ୍ତଙ୍କ ଭିଡ଼ ପୁରୀ: ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି।ମଧ୍ୟାହ୍ନ ୧୨ଟା ୨୦ରେ…
ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’
ଭୁବନେଶ୍ଆଵର : ଅଧିକାଂଶ ଚାଷୀ କ୍ଷୁଦ୍ର ଓ ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ୱଚ୍ଛଳତା ସକାଶେ ପଶୁ…