ଭୁବନେଶ୍ବର: ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ପରେ ରାଜ୍ୟର ସମସ୍ତ ସ୍କୁଲଗୁଡିକରେ ମଧ୍ୟ ଜାତୀୟ ଶିକ୍ଷାନୀତି ଲାଗୁ ହେବ। ରାଜ୍ୟ ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଭଳି ହେଲେ ଶୈକ୍ଷକ ଢାଂଚାରେ ପରିବର୍ତ୍ତନ ହେବ ଓ ପିଲା ୩ ବର୍ଷରୁ ସ୍କୁଲ ଆସିବେ। ସ୍କୁଲ ସ୍ତରରେ ଜାତୀୟ ଶିକ୍ଷାନୀତି କେମିତି ଲାଗୁହେବ ସେ ନେଇ ଏବେଠୁ ଅନେକ ସନ୍ଦେହ ସଷ୍ଟି ହେଲାଣି। ବର୍ତ୍ତମାନ ଅଙ୍ଗନବାଡ଼ିଠୁ ନେଇ +୨ ଶିକ୍ଷା ବ୍ୟବସ୍ଥା ଅଲଗା ଅଲଗା ରହିଛି। ଦୁଇଟି ଭିନ୍ନଭିନ୍ନ ବୋର୍ଡ଼ ପରୀକ୍ଷା କରୁଛି। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ସମସ୍ତ ଶିକ୍ଷା ବ୍ୟବସ୍ଥାକୁ ଗୋଟିଏ ଛାତ ତଳକୁ ଆଣିବ ବିଭାଗ। (ସୋର୍ସ ସମ୍ବାଦ)
Related Posts
ଅକ୍ଟୋବର ୧୬ରେ ଜମ୍ମୁ-କଶ୍ମୀରର ନୂଆ ସରକାର ଶପଥ ଗ୍ରହଣ କରିବ। ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।
ଶ୍ରୀନଗର: ଅକ୍ଟୋବର ୧୬ରେ ଜମ୍ମୁ-କଶ୍ମୀରର ନୂଆ ସରକାର ଶପଥ ଗ୍ରହଣ କରିବ। ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଉପରାଜ୍ୟପାଳ ମନୋଜ ସିହ୍ନା ଅକ୍ଟୋବର ୧୬…
ଜୁଲାଇ ୧୪ ରେ ଖୋଲିପାରେ ରତ୍ନଭଣ୍ଡାର
ଜୁଲାଇ ୧୪ ରେ ଖୋଲିପାରେ ରତ୍ନଭଣ୍ଡାର ପୁରୀ: ଜୁଲାଇ ୧୪ ତାରିଖରେ ଖୋଲିପାରେ ରତ୍ନଭଣ୍ଡାର। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ…
ଦୁର୍ବଳ ହେଲା ରେମାଲ
ଦୁର୍ବଳ ହେଲା ରେମାଲ; ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ଭୁବନେଶ୍ୱର: ( ଅଭିଷେକ ମହାନ୍ତି)ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହେଲା ‘ରେମାଲ’।ଗତ ରାତି ପ୍ରାୟ ୧୦:୩୦ ରେ ଆରମ୍ଭ…