ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ୨୫ହଜାର ଟଙ୍କା ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ରାୟଗଡ଼ା ସହରର ଫରେଷ୍ଟ କଲୋନୀ ଲେନରେ ଥିବା ନିଜ ବାସଭବନରେ ସଂଧ୍ୟାରେ ଅଭିଯୋଗକାରୀ ଗ୍ରାମସାଥୀ କ୍ଷେତ୍ର ମାଝିଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।
Related Posts
ଗୁଣୁପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ
ଗୁଣୁପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ରାୟଗଡା : ରାୟଗଡା ଜ଼ିଲ୍ଲା ର ବହୁ ଚର୍ଚ୍ଚିତ ବିଧାନସଭା ନିର୍ବାଚନ ମଣ୍ଡଳୀର ଗୁଣୁପୁର…
ଶପଥ ଗ୍ରହଣ ସମାରୋହ ପୂର୍ବରୁ ନରେନ୍ଦ୍ର ମୋଦୀ ଏନଡିଏ ନେତାଙ୍କ ସହ ଆଲୋଚନା !
ଶପଥ ଗ୍ରହଣ ସମାରୋହ ପୂର୍ବରୁ ନରେନ୍ଦ୍ର ମୋଦୀ ଏନଡିଏ ନେତାଙ୍କ ସହ ଆଲୋଚନା !
ଆମର ଟିଭିର” ପ୍ରଥମ ବର୍ଷ !
“ଆମର ଟିଭିର” ପ୍ରଥମ ବର୍ଷ । ବରଗଡ( ଭବାନୀ ଶଙ୍କର ପାଢ଼ୀ) “ଆମର ଟିଭି” ପ୍ରଥମ ବର୍ଷ ପୁର୍ତ୍ତି ଉପଲକ୍ଷେ” ଆମରଟଭି”ର ମୁଖ୍ୟ ଦୀପକ ଶର୍ମା ସାଥି…